୧୯ ତାରିଖ ଯାଏଁ ବିଜୁଳି, ଘଡ଼ଘଡି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ। ୧୯ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡି ସହ ବର୍ଷା ସମ୍ଭାବନା ରହିଛି। ତେବେ ଆସନ୍ତାକାଲି ପାଇଁ ପାଣିପାଗ କେନ୍ଦ୍ର ୮ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ସେହିଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲା ରହିଛି।

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ହେଲେ କାଲିଠୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ