Masthead

କାଲିଠୁ ବଢିବ ବର୍ଷା, ୨୪ ଘଣ୍ଟାରେ ଦୁଇ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ । ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା। ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ପ୍ରଭାବରେ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପରବର୍ତ୍ତୀ ଦୁଇ ଦିନ ଅର୍ଥାତ ୧୧ ଓ ୧୨ ତାରିଖରେ କାଭାଁ କେତେକ ସ୍ଥାନରେ କାଳବୈଶାଖି ଜନିତ ବର୍ଷା ହେବାର ଆଶଙ୍କା ରହିଛି।

ତେବେ ୧୩ ତାରିଖରେ ମୟୁରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ୧୪ ଓ ୧୫ ତାରିଖରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହାକୁ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋୱାର୍ଣ୍ଣି ଜାରୀ କରାଯାଇଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଏସଆରସିଙ୍କ ପକ୍ଷରୁ ମଧ୍ୟ ସତର୍କ ସୂଚନା ଜାରି କରାଯିବା ସହ ଜିଲ୍ଲା ପ୍ରଶାସନକୁ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ