Masthead

ଆସୁଛି ବଡ଼ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା । କାଳବୈଶାଖୀ ବର୍ଷା ନେଇ ରାଜ୍ୟର ସମସ୍ତ ୩୦ ଜିଲାକୁ ଆଲର୍ଟ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ପଶ୍ଚିମ, ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଝଡ଼ବର୍ଷା ସହ ବଜ୍ରପାତ ହେବ । ଲଘୁଚାପ ସୃଷ୍ଟି ହେବା ପରେ ଉତ୍ତର ଆଡ଼କୁ ଗତି କରିବ। ତେବେ ଲଘୁଚାପ ଆହୁରି ଶକ୍ତିଶାଳୀ ହେବା ନେଇ ପୂର୍ବାନୁମାନ କରିଛି ବିଭାଗ। ଏଥିପାଇଁ ଝାରସୁଗୁଡ଼ା, କେନ୍ଦୁଝର, ସୁନ୍ଦରଗଡ, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ଢେଙ୍କାନାଳ ସହ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ତେବେ ଏହି ଜିଲାଗୁଡ଼ିକରେ ବଜ୍ରପାତ ଅଧିକ ହେବା ସମ୍ଭାବନା ଥିବାରୁ ଲୋକମାନେ ଅଧିକ ଆଲଟର୍ର୍ ରହିବାକୁ ପରାମର୍ଶ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି