Masthead

ଆସନ୍ତା ୨୦ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ଯାଏ ରାଜ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ରାୟଗଡ଼ା, ଗଜପତି, କଳାହାଣ୍ଡି, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ପବନରେ ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିପାରେ । ଆଜି ପ୍ରବଳ ବର୍ଷା ନେଇ ୨୦ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରବିବାର, ସୋମବାର ବି ଏଭଳି ପାଗ ସମ୍ଭାବନା ଅଛି । ମଙ୍ଗଳବାରଠାରୁ ବର୍ଷା ପ୍ରକୋପ କମିବ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ