Masthead

ଆସନ୍ତା ୨୦ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ଯାଏ ରାଜ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ରାୟଗଡ଼ା, ଗଜପତି, କଳାହାଣ୍ଡି, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ପବନରେ ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିପାରେ । ଆଜି ପ୍ରବଳ ବର୍ଷା ନେଇ ୨୦ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରବିବାର, ସୋମବାର ବି ଏଭଳି ପାଗ ସମ୍ଭାବନା ଅଛି । ମଙ୍ଗଳବାରଠାରୁ ବର୍ଷା ପ୍ରକୋପ କମିବ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା