Masthead

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଦକ୍ଷିଣ ଓଡ଼ିଶା ଉପକୂଳରେ ଅବପାତରେ ପରିଣତ ହେବ । ଆସନ୍ତାକାଲି ସକାଳେ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ ସୃଷ୍ଟି । ଏହା ଅଧିକ ଘନୀଭୂତ ହୋଇ ଆଜି ଅବପାତର ରୂପ ନେବ । ୨୭ ତାରିଖ ସକାଳେ ଦକ୍ଷିଣ ଓଡିଶା ,ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ଅଵପାତ । ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷାର ଚେତାବନୀ ଦିଆଯାଇଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମାଲକାନଗିରିରେ ଆଜି ସବୁ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି । ଏହାସହ ୨ ଅକ୍ଟୋବରରେ ପୁଣି ଏକ ଅବପାତ ସୃଷ୍ଟି ହେବା ସମ୍ଭାବନା ରହିଛି । ଉପରମୁଣ୍ଡରେ ବର୍ଷା ବଢ଼ିବା ଫଳରେ ହୀରାକୁଦରୁ ମୋଟ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି ।

୩ ଲକ୍ଷ ୬୦ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଛି । ଆଜି ମୁଣ୍ଡଳିରେ ସକାଳ ୮ରୁ ୧୧ ଟା ମଧ୍ୟରେ ୬ ଲକ୍ଷ ଜଳ ପ୍ରବାହିତ ହେ ବ। ଶାଖା ନଦୀଗୁଡ଼ିକରେ ଜଳସ୍ତର ବଢ଼ି ବ । କିନ୍ତୁ ବର୍ଷା କମିଥିବାରୁ ବନ୍ୟା ସ୍ଥିତି ଦେଖିବାକୁ ମିଳିବ ନାହିଁ। ସମ୍ଭାବ୍ୟ ବର୍ଷା ଓ ବନ୍ୟା ସ୍ଥିତିର ମୁକାବିଲା ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ୧୮ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ସମ୍ଭାବ୍ୟ ବର୍ଷା ଓ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତି ସମ୍ବନ୍ଧରେ ଆଲୋଚନା କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଆବଶ୍ୟକ ପଡ଼ିଲେ ଅଗ୍ନିଶମ ସେବା ଓ ଓଡ୍ରାଫ ଟିମଗୁଡ଼ିକୁ ନିୟୋଜିତ କରିବାକୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା