Masthead

‘ଓଡ଼ିଶାରେ ରହିବନି ଲଘୁଚାପ ପ୍ରଭାବ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ପ୍ରେସମିଟ୍ । ‘ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ରହିବ ନାହିଁ’ । ୨୩ରୁ ମତ୍ସ୍ୟଜୀବୀଙ୍କୁ ଦକ୍ଷିଣ ଓ କେନ୍ଦ୍ରୀୟ ବଙ୍ଗୋପସାଗର ଯିବା ମନା । ୨୪ରୁ ଉତ୍ତର ବଙ୍ଗୋପସାଗର ଯିବାକୁ ମତ୍ସ୍ୟଜୀବୀଙ୍କୁ ମନା । ଦକ୍ଷିଣ, ଉତ୍ତର ଓଡ଼ିଶାରେ ଲାଗି ରହିବ କାଳବୈଶାଖୀ । ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ବର୍ଷା ନେଇ ଆଲର୍ଟ ଜାରି । ୪୮ ଘଣ୍ଟା ପର୍ଯ୍ୟନ୍ତ ରହିବ ତାତି, ଆଭ୍ୟନ୍ତରଣ ଓଡ଼ିଶାରେ ପାରା ୪୦ ଟପିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା