Masthead

ସୃଷ୍ଟି ହେଲା ଲଘୁଚାପ: ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଯାଇ ଅବପାତରେ ପରିଣତ ହୋଇପାରେ । ୪୮ ଘଣ୍ଟାରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଅବପାତ ହୋଇପାରେ । ଆଜି କଳାହାଣ୍ଡିକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ୧୫ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବାର ସମ୍ଭାବନା ରହିଛି । କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆଜି କଳାହାଣ୍ଡିରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଏହି ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ତିନି ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଓ ପ୍ରବଳ ବର୍ଷା ପାଇଁ ୧୧ ଜିଲ୍ଲା ୟେଲୋ ଆଲର୍ଟ ଜାରି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ