Masthead

ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୮ ରାଜ୍ୟରେ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା । ବଙ୍ଗୋପସାଗର ଏବଂ ଓଡ଼ିଶା ନିକଟବର୍ତ୍ତୀ ଅଂଚଳରେ ଲଘୁଚାପ ସୃଷ୍ଟି ।ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଆସନ୍ତା ୨୮ ତାରିଖ ଯାଏଁ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଆଜି ପାଇଁ ସୁନ୍ଦରଗଡ଼ ଓ ସମ୍ବଲପୁର ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ଏଥିସହ ୧୧ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ସତର୍କତା। ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ। ୨୫ ତାରିଖରେ ବର୍ଷାର ପରିମାଣ ଅଧିକ ରହିବ। ଲଘୁଚାପ ପ୍ରଭାବରେ ଅଶାନ୍ତ ରହିବ ସମୁଦ୍ର। ୨୬ ତାରିଖ ପର୍ୟ୍ୟନ୍ତ ସମୁଦ୍ର ମଧ୍ୟକୁ ଯିବାକୁ ସତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ