Masthead

ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୮ ରାଜ୍ୟରେ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା । ବଙ୍ଗୋପସାଗର ଏବଂ ଓଡ଼ିଶା ନିକଟବର୍ତ୍ତୀ ଅଂଚଳରେ ଲଘୁଚାପ ସୃଷ୍ଟି ।ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଆସନ୍ତା ୨୮ ତାରିଖ ଯାଏଁ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଆଜି ପାଇଁ ସୁନ୍ଦରଗଡ଼ ଓ ସମ୍ବଲପୁର ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ଏଥିସହ ୧୧ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ସତର୍କତା। ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ। ୨୫ ତାରିଖରେ ବର୍ଷାର ପରିମାଣ ଅଧିକ ରହିବ। ଲଘୁଚାପ ପ୍ରଭାବରେ ଅଶାନ୍ତ ରହିବ ସମୁଦ୍ର। ୨୬ ତାରିଖ ପର୍ୟ୍ୟନ୍ତ ସମୁଦ୍ର ମଧ୍ୟକୁ ଯିବାକୁ ସତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ