Masthead

୨୬ରୁ ପାଗ ପରିବର୍ତ୍ତନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆଉ ୨ ଦିନ ଲାଗିରହିବ କୋହଲା ପାଗ । ଆଜି ଓ କାଲି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ୨୬ରୁ ପାଗରେ ପରିବର୍ତ୍ତନ ଆସିବ । କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ଲାଗି ରହିଛି । ଆଜି ସକାଳୁ ମଧ୍ୟ କୋହଲା ପାଗ ସାଙ୍ଗକୁ ଟୁଇନ ସିଟି ଭୁବନେଶ୍ୱର ଓ କଟକ ହାଲୁକା ବର୍ଷା ହୋଇଛି ।

ଉତ୍ତର ଉପକୂଳ ଓଡ଼ିଶା ସମେତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଝାରସୁଗୁଡା, ସମ୍ବଲପୁର, ବରଗଡ, ସୋନପୁର, ବଲାଙ୍ଗିର ଜିଲ୍ଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ଜାରି ରହିଛି । ଆସନ୍ତାକାଲି ଯାଏଁ ରାଜ୍ୟର କିଛି ଜିଲ୍ଲାରେ ଲାଗି ରହିବ କୋହଲା ପାଗ । ଫଳରେ ରାତିର ତାପମାତ୍ରା ଖସିବ । ରାତିର ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହୁଥିଲେ ମଧ୍ୟ ଦିନ ଓ ରାତିର ତାପମାତ୍ରାରେ ତାରତମ୍ୟ କମ ରହୁଥିବାରୁ ଥଣ୍ଡା ଅନୁଭୂତ ହେଉଛି । ତେବେ ୩ ଦିନ ମଧ୍ୟରେ ୨ରୁ ୩ଡିଗ୍ରୀ ଯାଏଁ ରାତି ତାପମାତ୍ରା ଖସିବ ବୋଲି ସୂଚନା ଦେଇଛି ଆଂଚଳିକ ପାଣିପାଗ କେନ୍ଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା