Masthead

ଆଗକୁ କଲବଲ କରିବ ଖରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଗକୁ କଲବଲ କରିବ ଖରା । ଘରୁ ବାହାରିବ ହୋଇପଡ଼ିବ ମୁସ୍କିଲ । ଟାଇଁ ଟାଇଁ ଖରା ହେବ। ଘରୁ ବାହାରିବା କଷ୍ଟକର ହୋଇପଡ଼ିବ। ମାର୍ଚ୍ଚ ଆରମ୍ଭରୁ ପାଗରେ ପରିବର୍ତ୍ତନ ଦେଖାଯିବ । ଗତ କିଛି ଦିନ ଧରି ପାଗ ପରିବର୍ତ୍ତନ ହୋଇଛି । ସୋମବାର ଠାରୁ ପଶ୍ଚିମ ବାୟୁମଣ୍ଡଳ ସକ୍ରିୟ ହେବାର ସମ୍ଭାବନା ରହିଛି। ୩ ଦିନ ପରେ ୨ରୁ ୪ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ରାଜ୍ୟରେ ଆଗକୁ ତାତି ବଢ଼ିବ। ଆସନ୍ତା ୬ ଦିନ ଯାଏ ରାଜ୍ୟରେ ଶୁଖିଲା ପାଗ ରହିବ। ତେବେ ରାଜ୍ୟରେ ୩ ଦିନ ଯାଏ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାକୁ ନଥିବା ବେଳେ ବୁଧବାର ଜାଗରରେ ବି ପାଗ ସ୍ୱାଭାବିକ ରହିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ