Masthead

ଆଗକୁ କଲବଲ କରିବ ଖରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଗକୁ କଲବଲ କରିବ ଖରା । ଘରୁ ବାହାରିବ ହୋଇପଡ଼ିବ ମୁସ୍କିଲ । ଟାଇଁ ଟାଇଁ ଖରା ହେବ। ଘରୁ ବାହାରିବା କଷ୍ଟକର ହୋଇପଡ଼ିବ। ମାର୍ଚ୍ଚ ଆରମ୍ଭରୁ ପାଗରେ ପରିବର୍ତ୍ତନ ଦେଖାଯିବ । ଗତ କିଛି ଦିନ ଧରି ପାଗ ପରିବର୍ତ୍ତନ ହୋଇଛି । ସୋମବାର ଠାରୁ ପଶ୍ଚିମ ବାୟୁମଣ୍ଡଳ ସକ୍ରିୟ ହେବାର ସମ୍ଭାବନା ରହିଛି। ୩ ଦିନ ପରେ ୨ରୁ ୪ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ରାଜ୍ୟରେ ଆଗକୁ ତାତି ବଢ଼ିବ। ଆସନ୍ତା ୬ ଦିନ ଯାଏ ରାଜ୍ୟରେ ଶୁଖିଲା ପାଗ ରହିବ। ତେବେ ରାଜ୍ୟରେ ୩ ଦିନ ଯାଏ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାକୁ ନଥିବା ବେଳେ ବୁଧବାର ଜାଗରରେ ବି ପାଗ ସ୍ୱାଭାବିକ ରହିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ