Masthead

ଆଜିଠୁ ବଦଳିବ ପାଗ, ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ବଦଳିବ ପାଗ । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାକୁ ମିଳିବ ଆଶ୍ୱସ୍ତି । ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇପାରେ । ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୁରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଏବଂ କେନ୍ଦୁଝରକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ସେହିପରି ଆସନ୍ତାକାଲି ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ନୟାଗଡ ସମେତ ୨୦ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ୨୦ ତାରିଖ ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ହେବ । ବର୍ଷା ସତ୍ତ୍ୱେ ରାଜ୍ୟରେ ୯ ଜିଲ୍ଲାକୁ ହିଟୱେଭ ଆଲର୍ଟ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା