Masthead

ତାତିରୁ ମିଳିବନି ନିସ୍ତାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ଅସମ୍ଭାଳ କଲାଣି ତାତି । ଉଷ୍ମ ଓ ଆର୍ଦ୍ର ପାଣିପାଗ ପାଇଁ ସ୍ଥିତି ସଙ୍ଗୀନ ହୋଇଛି । ୩ ଦିନ ଗ୍ରୀଷ୍ମପ୍ରବାହ ହୋଇସାରିଛି । ଆହୁରି ୫ଦିନ ଗ୍ରୀଷ୍ମପ୍ରବାହ ହେବ ବୋଲି ଆକଳନ କରାଯାଇଛି । ୭ରୁ ୮ ଦିନ ଗ୍ରୀଷ୍ମପ୍ରବାହ ହେବ ବୋଲି ପାଣିପାଗ ବିଭାଗ କହିଛି । ଆସନ୍ତା ୨୦ ତାରିଖ ଯାଏଁ ତାତିରୁ ନିସ୍ତାର ମିଳିବନି । ସ୍ୱାଭାବିକଠାରୁ ୪ରୁ ୬ ଡିଗ୍ରୀ ତାପମାତ୍ରା ବଢିପାରେ । କିନ୍ତୁ ମଙ୍ଗଳବାର ସୁଦ୍ଧା ୩ ଦିନ ଗ୍ରୀଷ୍ମପ୍ରବାହ ହୋଇସାରିଛି ।

ଆହୁରି ୫ଦିନ ଗ୍ରୀଷ୍ମପ୍ରବାହ ହେବ ବୋଲି ଆକଳନ କରାଯାଇଛି । ତେଣୁ ୭ରୁ ୮ ଦିନ ଗ୍ରୀଷ୍ମପ୍ରବାହ ହେବ ବୋଲି ପାଣିପାଗ ବିଭାଗ କହିଛି ।ଆକଳନ ଅନୁସାରେ , ଆସନ୍ତା ୨୦ ତାରିଖ ଯାଏଁ ତାତିରୁ ନିସ୍ତାର ମିଳିବନି । ସ୍ୱାଭାବିକଠାରୁ ୪ରୁ ୬ ଡିଗ୍ରୀ ତାପମାତ୍ରା ବଢିପାରେ । ୧୮, ୧୯ ତାରିଖରେ ଅଧିକ ଗ୍ରୀଷ୍ମପ୍ରବାହ ପାଇଁ ଚେତାବନୀ ଦିଆଯାଇଛି । ଭବାନୀପାଟଣା, ବଲାଙ୍ଗିର , ଟିଟଲାଗଡ, ନୟାଗଡ, ଝାରୁସୁଗୁଡା. ଅନୁଗୁଳ, ବୌଦ୍ଧ ଓ ମାଲକାନଗିରିରେ ପାରଦ ୪୫ ଡିଗ୍ରୀ ଛୁଇଁପାରେ । ଏଥିପାଇଁ ଗ୍ରୀଷ୍ମପ୍ରବାହ ପାଇଁ ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ପାଣିପାଗ ବିଭାଗର ଚେତାବନୀ ଅନୁସାରେ, ଏଥର ଏପ୍ରିଲ ମାସରେ ସର୍ବାଧିକ ଦିନ ଗ୍ରୀଷ୍ମପ୍ରବାହ ହେବ । ତେବେ ୨୧, ୨୨ ତାରିଖ ବେଳକୁ ପାଣିପାଗରେ ପରିବର୍ତ୍ତନ ଘଟିବା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା