Masthead

୧୧ ରେ ଲଘୁଚାପ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଘୁଚାପ ଯୋଗୁ ସାରା ରାଜ୍ୟରେ ଏବେ ଦକ୍ଷି-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ସେପଟେ ଆସନ୍ତା ୧୦ ତାରିଖରେ ଉତ୍ତର ବଙ୍ଗୋପସାଗର ପୂର୍ବ ଭାଗରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ଯାହାକି ୧୧ରେ ଲଘୁଚାପରେ ପରିଣତ ହୋଇ ୧୩ କିମ୍ବା ୧୪ ତାରିଖ ଦକ୍ଷିଣ ଓଡ଼ିଶା ଉପକୂଳ ଓ ଉତ୍ତର ଆନ୍ଧ୍ର ଉପକୂଳ ଦେଇ ପଶ୍ଚିମ ଆଡ଼କୁ ଗତି କରିବ।

ଏହାର ପ୍ରଭାବରେ ୧୦ରୁ ୧୪ ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ। ଅନ୍ୟାନ୍ୟ ଅଞ୍ଚଳରେ ୧୧ରୁ ୧୩ ଯାଏ ବର୍ଷା ହେବା ନେଇ ପାଣିପାଗ ବିଶେଷଜ୍ଞଙ୍କ ପକ୍ଷରୁ ସୂଚନା ମିଳିଛି । ଏହି ସମୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ ଅଭ୍ୟନ୍ତରୀଣ ଗଞ୍ଜାମରେ ସପ୍ତାହକ ଭିତରେ ସମୁଦାୟ ୧୦୦ ମିମିରୁ ଅଧିକ ବର୍ଷା ହୋଇପାରେ। ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ସମ୍ଭାବନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ