Masthead

ଆସୁଛି ଲଘୁଚାପ !

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୧୪ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ୩ ଦିନ ପରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ପାଣିପାଗ ଆକଳନ କରିଛନ୍ତି। ଆସନ୍ତା ୧୮ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଯଦି ଏହା ଗଭୀର ଅବପାତରେ ପରିଣତ ହେବ ତେବେ ତାହା ବାତ୍ୟା ରୂପ ନେଇପାରେ ବୋଲି ଅନୁମାନ କରାଯାଇଛି ।

ଏହାର ଗତି କୁଆଡେ ହେବ ଓ ଏହା ଗଭୀର ଅବପାତରେ ପରିଣତ ହେବ ତେବେ ତାହା ବାତ୍ୟା ରୂପ ନେଇପାରେ ବୋଲି ଅନୁମାନ କରାଯାଇଛି। ଏହାର ଗତି କୁଆଡେ ହେବ ଓ ଏହା ଗଭୀର ଅବପାତରେ ପରିଣତ ହେବ କି ନାହିଁ ସେନେଇ କିଛି ସ୍ପଷ୍ଟ କରାଯାଇନାହିଁ । ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୭ ତାରିଖ ଯାଏ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବ ବୋଲି ଅନୁମାନ କରାଯାଇଛି ।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, କନ୍ଧମାଳ, ରାୟଗଡା, ଅନୁଗୋଳ, ଏବଂ ଢେଙ୍କାନାଳ ଜିଲ୍ଲାର କେତକ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ