Masthead

ବଦଳିଛି କ୍ୟାଲେଣ୍ଡର, ବଦଳିଛି ବର୍ଷ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାରିଖ ବଦଳିଛି କ୍ୟାଲେଣ୍ଡର ବଦଳିଛି, ବର୍ଷ ବି ବଦଳିଯାଇଛି । ବଦଳିଯାଇଛି ୨୦୨୩ । ଏବେଠୁ ନୂଆବର୍ଷ । ଆଜିଠୁ ଆମେ ୨୦୨୪ର ଲୋକ । ସମସ୍ତଙ୍କୁ ଇଂରାଜୀ ନୂଆବର୍ଷ ୨୦୨୪ର ଅନେକ ଅନେକ ଅଭିନନ୍ଦନ । ସୂର୍ଯେ୍ୟାଦୟ, ପୁଲକିତ ଫୁଲ, ଘାସ ଉପରେ ପଡ଼ିଥିବା କାକର ବୁନ୍ଦା, ଦେବାଳୟର ଘଣ୍ଟଧ୍ୱନି, ଚାରିଆଡୁ ଗୁଞ୍ଜରିତ ସୁମଧୁର ସଙ୍ଗୀତ । ଏସବୁ ଆପଣଙ୍କ ଜୀବନକୁ କରିଦେଉ ସମୃଦ୍ଧ ।

ନୂଆ ବର୍ଷକୁ ସ୍ୱାଗତ କରିବା ପାଇଁ ପୁରଠୁ ପଲ୍ଲୀ ସବୁଠି ଉତ୍ସବର ମାହୋଲ । ରଙ୍ଗୀନ ଆଲୋକରେ ସଜେଇ ହୋଇଛି ରାଷ୍ଟ୍ରପତି ଭବନ , ସଂସଦର ସାଉଥ ବ୍ଲକ । ସେହିପରି ଦିଲ୍ଲୀର ବିଜୟ ଚୌକ ତ୍ରିରଙ୍ଗା ରଙ୍ଗରେ ରଙ୍ଗେଇ ହୋଇଛି । ଚିକମିକ ଲାଇଟର ଆଲୋକ ମାଳାରେ ଝଲସୁଛି ଦିଲ୍ଲୀ । ନାଚ ଗୀତରେ ସମଗ୍ର ଦିଲ୍ଲୀ ସହର ଉତ୍ସବମୁଖର ହୋଇପଡିଛି । ବିଭିନ୍ନ ହୋଟେଲ, ରେଷ୍ଟୁରାଂଟରେ ନାଚ ଗୀତରେ ଆସର । ନୂଆ ବର୍ଷକୁ ନୂଆ ଢଙ୍ଗରେ ସ୍ୱାଗତ କରିବା ପାଇଁ ସହରର ଲୋକେ ବିଭିନ୍ନ ସ୍ଥାନରେ ଏକାଠି ହୋଇଛନ୍ତି । ବଡ଼ ଖବର ତରଫରୁ ସମସ୍ତଙ୍କୁ ଇଂରାଜୀ ନୂଆବର୍ଷ ୨୦୨୪ର ଅନେକ ଅନେକ ଅଭିନନ୍ଦନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି