Masthead

ଦିଲ୍ଲୀ ଆସିବେନି ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ଅଲପାନ ବନ୍ଦୋପାଧ୍ୟାୟ!

କୋଲକାତା(ବଡ଼ ଖବର ବ୍ୟୁରୋ): ବଢ଼ିବାରେ ଲାଗିଛି କେନ୍ଦ୍ର ଓ ପଶ୍ଚିମବଙ୍ଗ ସରକାରଙ୍କ ମଧ୍ୟରେ ଚାଲିଥିବା ବିବାଦ । ଆଉ ବାତ୍ୟା ‘ୟାଶ’ ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ପଶ୍ଚିମବଙ୍ଗ ଗସ୍ତ ପରେ ଏହି ତିକ୍ତତା ଆହୁରି ବୃଦ୍ଧି ପାଇଛି । ଏହି ତିକ୍ତତା ମଧ୍ୟରେ ଏବେ ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ଅଲପାନ ବନ୍ଦୋପାଧ୍ୟାୟ ମଧ୍ୟ ଯୋଡ଼ି ହୋଇଯାଇଛନ୍ତି । ନିକଟରେ ଅଲପାନଙ୍କୁ କେନ୍ଦ୍ର ଗୃହମନ୍ତ୍ରାଳୟ ଏହି ଆଇଏଏସଙ୍କୁ ଦିଲ୍ଲୀ ଫେରିଯିବାକୁ ନୋଟିସ ଜାରି କରିଥିଲା ।

ଯେଉଁଥିପାଇଁ ପଶ୍ଚିମବଙ୍ଗ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରି କହିଥିଲେ ଯେ, ଆପଣଙ୍କ ଗୋଡ଼ ଧରିବାକୁ ପ୍ରସ୍ତୁତ ଅଛି କିନ୍ତୁ ଅଲପାନ ବନ୍ଦୋପାଧ୍ୟାୟଙ୍କୁ ଫେରାଇ ଦିଅନ୍ତୁ । ତେବେ ବର୍ତ୍ତମାନ ଅଲପାନ ଦିଲ୍ଲୀ ଆସିବେ ନାହିଁ ବୋଲି ସୂଚନା ମିଳିଛି । ଆଜି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବୈଠକରେ ସାମିଲ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା