Masthead

ମମତାଙ୍କ ଘର ପାଖେ ସନ୍ଦିଗ୍ଧ, ଛୁରୀ ଧରି ବାସଭବନକୁ ପଶୁଥିବା ବେଳେ ଧରିଲା ପୋଲିସ

କୋଲକାତା  (ବଡ଼ ଖବର ବ୍ୟୁରୋ):  ମମତାଙ୍କ ଘର ପାଖେ ସନ୍ଦିଗ୍ଧ । ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଧରିଲା ପୋଲିସ । ମୁଖ୍ୟମନ୍ତ୍ରୀଙ୍କ ବାସଭବନ ପାଖରୁ ଧରିଲା ପୋଲିସ । ଧରାପଡ଼ିଥିବା ବ୍ୟକ୍ତିଙ୍କ ନାମ ନୂର ଆଲମ । ସୂଚନା ଦେଲେ କୋଲକାତା ସିପି । ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ବ୍ୟକ୍ତିଙ୍କୁ ପଶ୍ଚିମବଙ୍ଗ ପୋଲିସ ଗିରଫ କରିଛି। ଅଭିଯୁକ୍ତଙ୍କ ନିକଟରୁ ଅସ୍ତ୍ର ମଧ୍ୟ ଉଦ୍ଧାର କରାଯାଇଛି। ବର୍ତ୍ତମାନ ତାଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଛି।

କୋଲକାତା ପୋଲିସ କମିଶନର କହିଛନ୍ତି ଯେ  ନୂର ଆଲାମ ନାମକ ଜଣେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବାସଭବନରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ବେଳେ କୋଲକାତା ପୋଲିସ ଅଟକାଇଥିଲା। ନୂର ଆଲାମଙ୍କ ନିକଟରୁ ଅନେକ ଆଇଡି କାର୍ଡ ବ୍ୟତୀତ ଅସ୍ତ୍ରଶସ୍ତ୍ର, ଛୁରୀ ଏବଂ ନିଷିଦ୍ଧ ପଦାର୍ଥ ଜବତ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା