Masthead

ପଶ୍ଚିମବଙ୍ଗ ବାଣ ବିସ୍ଫୋରଣ ମାମଲା, ସିଆଇଡିର ରେଡ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ବାଣ ବିସ୍ଫୋରଣରେ ୧୦ ଜଣଙ୍କ ମୃତ୍ୟୁ ମାମଲା । ଜଳେଶ୍ୱର କମର୍ଦ୍ଦାରେ ପଶ୍ଚିମବଙ୍ଗ ପୋଲିସର ତନାଘନା । ମୃତ ବାଣ ମାଲିକଙ୍କ ପତ୍ନୀ କମର୍ଦ୍ଦାରେ ଲୁଚିଥିବା ସନ୍ଦେହରେ ତନାଘନା । ଭୋଗରାଇ କମର୍ଦ୍ଦା ଥାନା ଅଞ୍ଚଳରେ ସିଆଇଡିର ରେଡ । ଜଣଙ୍କୁ ଉଠାଇ ନେଇଛି ସିଆଇଡି ।

ଏଗ୍ରା ଥାନା ସାହାଡା ପଞ୍ଚାୟତ ଖୁଦକୁଲ ଗାଁରେ ୧୬ ତାରିଖରେ ବାରୁଦ କାରଖାନାରେ ବାଣ ବିସ୍ଫୋରଣରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିଲା । ଗତକାଲି କଟକରେ ବାରୁଦ କାରଖାନାରେ ଭାନୁ ବାଗଙ୍କ ମୃତ୍ୟ ହୋଇଥିବା ବେଳେ ଆଜି କମର୍ଦ୍ଦା ଥାନା ଅଞ୍ଚଳର ମହାଗବ ଗାଁରେ ଭାନୁବାଗ ସମ୍ପର୍କୀୟ ଘରେ ପଚାରଉଚରା କରିବା ସହିତ ଜଣକୁ ଉଠାଇ ଆଣିଛି ସିଆଇଡିର ଟିମ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ