Masthead

ଓଟିପି ସେୟାରିଂ ମାମଲା; ପଠାଣି ସାମନ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେବ ପଶ୍ଚିମବଙ୍ଗ ଏସଟିଏଫ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ରିମାଣ୍ଡରେ ଯିବ ପଠାଣି ସାମନ୍ତ । ଓଟିପି ସେୟାରିଂ ଓ ପାକିସ୍ତାନ ଆତଙ୍କୀ ଲିଙ୍କ ମାମଲାରେ ତନାଘନା । ଗିରଫ ପଠାଣିସାମନ୍ତଙ୍କୁ ରିମାଣ୍ଡରେ ନେବେ ପଶ୍ଚିମବଙ୍ଗ ଏସଟିଏଫ । କାଲିଠୁ ୫ ଦିନିଆ ରିମାଣ୍ଡରେ ନେଇପାରେ ପଶ୍ଚିମବଙ୍ଗ ଏସଟିଏଫ । ପୂର୍ବରୁ ପଶ୍ଚିମବଙ୍ଗର ସିଲିଗୁଡି ଥାନରେ ପଠାଣି ସାମନ୍ତଙ୍କ ବିରୋଧରେ ଅପରାଧିକ ମାମଲା ରହିଛି ।

ତେଣୁ ଅଧିକ ତଦନ୍ତ ପାଇଁ ପଠାଣି ସାମନ୍ତଙ୍କୁ ରିମାଣ୍ଡରେ ନେଇ ପଚାରାଉଚରା କରିବ ପଶ୍ଚିମବଙ୍ଗ ଏସଟିଏଫ୍ । ସେପେଟ ପଶ୍ଚିମବଙ୍ଗ ଏସଟିଏଫର ରିମାଣ୍ଡ ପରେ ଜାତୀୟ ତଦନ୍ତକାରୀ ସଂସ୍ଥା ଏନଆଇଏ ପଠାଣି ସାମନ୍ତଙ୍କୁ ଜେରା କରିବ । ଝାରପଡା ଜେଲରେ ପଠାଣି ସାମନ୍ତଙ୍କୁ ଏନଆଇଏ ଜେରା କରିବା ନେଇ ସୂଚନା ମଳିଛି । ଦୁଇ ଅଭିଯୁକ୍ତ ପଠାଣି ସାମନ୍ତ ଓ ଅଭିଜିତ ସଞ୍ଜୟ ଜାମ୍ବୁରଙ୍କୁ ମୁହାଁମୁହିଁ ଜେରା କରାଯାଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୀତବାସ ପଣ୍ଡାଙ୍କୁ ଦେଶୀ ବନ୍ଧୁକରୁ ଗୁଳି ମାଡ଼! 🔴 ଆଜି ବିଜେପିର କୋର କମିଟି ବୈଠକ 🔴 ଆଜି ବି ବର୍ଷିବ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ପୀତବାସ ପଣ୍ଡାଙ୍କୁ ଦେଶୀ ବନ୍ଧୁକରୁ ଗୁଳି ମାଡ଼! 🔴 ଆଜି ବିଜେପିର କୋର କମିଟି ବୈଠକ 🔴 ଆଜି ବି ବର୍ଷିବ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ