Masthead

ଓଟିପି ସେୟାରିଂ ମାମଲା; ପଠାଣି ସାମନ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେବ ପଶ୍ଚିମବଙ୍ଗ ଏସଟିଏଫ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ରିମାଣ୍ଡରେ ଯିବ ପଠାଣି ସାମନ୍ତ । ଓଟିପି ସେୟାରିଂ ଓ ପାକିସ୍ତାନ ଆତଙ୍କୀ ଲିଙ୍କ ମାମଲାରେ ତନାଘନା । ଗିରଫ ପଠାଣିସାମନ୍ତଙ୍କୁ ରିମାଣ୍ଡରେ ନେବେ ପଶ୍ଚିମବଙ୍ଗ ଏସଟିଏଫ । କାଲିଠୁ ୫ ଦିନିଆ ରିମାଣ୍ଡରେ ନେଇପାରେ ପଶ୍ଚିମବଙ୍ଗ ଏସଟିଏଫ । ପୂର୍ବରୁ ପଶ୍ଚିମବଙ୍ଗର ସିଲିଗୁଡି ଥାନରେ ପଠାଣି ସାମନ୍ତଙ୍କ ବିରୋଧରେ ଅପରାଧିକ ମାମଲା ରହିଛି ।

ତେଣୁ ଅଧିକ ତଦନ୍ତ ପାଇଁ ପଠାଣି ସାମନ୍ତଙ୍କୁ ରିମାଣ୍ଡରେ ନେଇ ପଚାରାଉଚରା କରିବ ପଶ୍ଚିମବଙ୍ଗ ଏସଟିଏଫ୍ । ସେପେଟ ପଶ୍ଚିମବଙ୍ଗ ଏସଟିଏଫର ରିମାଣ୍ଡ ପରେ ଜାତୀୟ ତଦନ୍ତକାରୀ ସଂସ୍ଥା ଏନଆଇଏ ପଠାଣି ସାମନ୍ତଙ୍କୁ ଜେରା କରିବ । ଝାରପଡା ଜେଲରେ ପଠାଣି ସାମନ୍ତଙ୍କୁ ଏନଆଇଏ ଜେରା କରିବା ନେଇ ସୂଚନା ମଳିଛି । ଦୁଇ ଅଭିଯୁକ୍ତ ପଠାଣି ସାମନ୍ତ ଓ ଅଭିଜିତ ସଞ୍ଜୟ ଜାମ୍ବୁରଙ୍କୁ ମୁହାଁମୁହିଁ ଜେରା କରାଯାଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା