Masthead

ପଶ୍ଚିମବଙ୍ଗ ହିଂସା ମାମଲା, ୩୬ରୁ ଅଧିକ ଏଫଆଇଆର ରୁଜୁ କଲାଣି ସିବିଆଇ

କୋଲକାତା(ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପାଇଁ ବଢ଼ିବାରେ ଲାଗିଛି ଅଡ଼ୁଆ । ନିର୍ବାଚନୀ ହିଂସାକୁ ନେଇ ସିବିଆଇକୁ ତଦନ୍ତ ନିର୍ଦ୍ଦେଶ ଦିଆଯାବା ପରେ ଏବେ ଆକ୍ସନ ମୋଡ଼ରେ ସିବିଆଇ । ସେମାବାର ରାଜ୍ୟର ବିଭିନ୍ନ ଜିଲ୍ଲାରେ ପହୟ୍ଚି ସିବିଆଇ ଯାଞ୍ଚ ଆରମ୍ଭ କରିଛି ।

ଏକ ଟିମ ପୀଡ଼ିତମାନଙ୍କୁ ମଧ୍ୟ ଭେଟିଛି । ଏହି ମାମଲାରେ ୬ଜଣଙ୍କୁ ଅଟକ ରଖିଛି ସିବିଆଇ । ସେହିପରି ରାଷ୍ଟ୍ରୀୟ ମାନବାଧିକାର ଆୟୋଗକୁ ଚିଠି ଲେଖି ନିର୍ବାଚନୀ ପରବର୍ତ୍ତୀ ହିଂସାର ରେକର୍ଡ ମାଗିଛି ସିବିଆଇ । ଖାଲି ସେତିକି ନୁହେଁ ୩୬ରୁ ଅଧିକ ଏଫଆଇଆର ମଧ୍ୟ ରୁଜୁ କରିସାରିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ