Masthead

ସ୍ବତନ୍ତ୍ର କୋଶଳ ରାଜ୍ୟ ଗଠନ ଦାବିରେ କୋଶଳ ମହାବନ୍ଦ ଡାକରା

ଅତାବିରା (ବଡ଼ ଖବର ବ୍ୟୁରୋ): ସ୍ବତନ୍ତ୍ର କୋଶଳ ରାଜ୍ୟ ଗଠନ ଦାବିରେ କୋଶଳ ମହାବନ୍ଦ ଡାକରା । କୋଶଳ ରାଜ୍ୟ ମିଳିତ କ୍ରିୟାନୁଷ୍ଠାନପକ୍ଷରୁ ବନ୍ଦ ଡାକରା । ପଶ୍ଚିମ ଓଡ଼ିଶାକୁ ଅବହେଳା, ବୈମାତୃକ ମନୋଭାବ, ଭାଷାକୁ ବିରୋଧ ଅଭିଯୋଗ ଆଣି ସ୍ୱତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବି କରାଯାଉଛି । ସ୍ୱତନ୍ତ୍ର କୋଶଲ ରାଜ୍ୟ ଗଠନ ଏବଂ କୋଶଳାଂଚଳର ଭାବାବେଗ ପ୍ରସଙ୍ଗକୁ ନେଇ ଏହି ମହାବନ୍ଦ ଡାକରା ଦିଆଯାଇଥିବା କମିଟି ପକ୍ଷରୁ କୁହାଯାଇଛି ।

ସକାଳ ୬ଟା ରୁ ହିଁ ପିକେଟିଂ ଆରମ୍ଭ କରିଦେଇଛନ୍ତି ଆନ୍ଦୋଳନକାରୀ । ବନ୍ଦ ଡାକରାରେ ପଶ୍ଚିମ ଓଡ଼ିଶାର ୧୧ଟି ଜିଲ୍ଲା ଓ ଅନୁଗୋଳ ଜିଲ୍ଲାର ଆଠମଲ୍ଲିକ ସବଡିଭିଜନକୁ ବନ୍ଦ ଡାକରାରେ ସାମିଲ ପାଇଁ ଆହ୍ୱାନ ଦିଆଯାଇଛି । ଆଜି ସମସ୍ତ ସରକାରୀ, ବେସରକାରୀ ଅଫିସ, ଗାଡି ଚଳାଚଳ ଦୋକାନ ବଜାର ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା