ସ୍ବତନ୍ତ୍ର କୋଶଳ ରାଜ୍ୟ ଗଠନ ଦାବିରେ କୋଶଳ ମହାବନ୍ଦ ଡାକରା

ଅତାବିରା (ବଡ଼ ଖବର ବ୍ୟୁରୋ): ସ୍ବତନ୍ତ୍ର କୋଶଳ ରାଜ୍ୟ ଗଠନ ଦାବିରେ କୋଶଳ ମହାବନ୍ଦ ଡାକରା । କୋଶଳ ରାଜ୍ୟ ମିଳିତ କ୍ରିୟାନୁଷ୍ଠାନପକ୍ଷରୁ ବନ୍ଦ ଡାକରା । ପଶ୍ଚିମ ଓଡ଼ିଶାକୁ ଅବହେଳା, ବୈମାତୃକ ମନୋଭାବ, ଭାଷାକୁ ବିରୋଧ ଅଭିଯୋଗ ଆଣି ସ୍ୱତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବି କରାଯାଉଛି । ସ୍ୱତନ୍ତ୍ର କୋଶଲ ରାଜ୍ୟ ଗଠନ ଏବଂ କୋଶଳାଂଚଳର ଭାବାବେଗ ପ୍ରସଙ୍ଗକୁ ନେଇ ଏହି ମହାବନ୍ଦ ଡାକରା ଦିଆଯାଇଥିବା କମିଟି ପକ୍ଷରୁ କୁହାଯାଇଛି ।

ସକାଳ ୬ଟା ରୁ ହିଁ ପିକେଟିଂ ଆରମ୍ଭ କରିଦେଇଛନ୍ତି ଆନ୍ଦୋଳନକାରୀ । ବନ୍ଦ ଡାକରାରେ ପଶ୍ଚିମ ଓଡ଼ିଶାର ୧୧ଟି ଜିଲ୍ଲା ଓ ଅନୁଗୋଳ ଜିଲ୍ଲାର ଆଠମଲ୍ଲିକ ସବଡିଭିଜନକୁ ବନ୍ଦ ଡାକରାରେ ସାମିଲ ପାଇଁ ଆହ୍ୱାନ ଦିଆଯାଇଛି । ଆଜି ସମସ୍ତ ସରକାରୀ, ବେସରକାରୀ ଅଫିସ, ଗାଡି ଚଳାଚଳ ଦୋକାନ ବଜାର ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’