Masthead

ମାନବୀୟ ତ୍ରୁଟିରୁ ଦୁର୍ଘଟଣା: ରେଲୱେ ବୋର୍ଡ ଅଧ୍ୟକ୍ଷ

ପଶ୍ଚିମବଙ୍ଗ (ବଡ଼ ଖବର ବ୍ୟୁରୋ): ମାନବୀୟ ତ୍ରୁଟିରୁ ଦୁର୍ଘଟଣା କହିଲେ ରେଲୱେ ବୋର୍ଡ ଅଧ୍ୟକ୍ଷ । ରେଲୱେ ବୋର୍ଡ ଅଧ୍ୟକ୍ଷ ତଥା ସିଇଓ ଜୟାବର୍ମା ସିହ୍ନାଙ୍କ ସୂଚନା । କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣାକୁ ନେଇ ପ୍ରତିକ୍ରିୟା । ପ୍ରାଥମିକ ଅନୁସନ୍ଧାନରୁ ମାନବୀୟ ତ୍ରୁଟିରୁ ଦୁର୍ଘଟଣା ଜଣାପଡ଼ିଛି’ । ସିଗ୍‌ନାଲ ମାନି ନଥିବାରୁ ଦୁର୍ଘଟଣା ଘଟିଥିବା ଜଣାପଡ଼ୁଛି । ଉଦ୍ଧାର କାର୍ଯ୍ୟ ସରିଛି, ୮ ମୃତ ଓ ୨୫ ଆହତ ହୋଇଛନ୍ତି । ସିଗନାଲ ସତ୍ତ୍ୱେ ଡ୍ରାଇଭର ଗାଡ଼ି ଅଟକାଇ ନଥିଲେ । ପଛ ଗାଡ଼ି ଅଟକିବାର ଥିଲା, କିନ୍ତୁ ଡ୍ରାଇଭର ଅଟକାଇ ନଥିଲେ । ତେବେ ତଦନ୍ତ ପରେ ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡ଼ିବ ବୋଲି କହିଛନ୍ତି ରେଲୱେ ବୋର୍ଡ ଅଧ୍ୟକ୍ଷ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’