Masthead

ଜୁନିୟର ଶିକ୍ଷକ ପରୀକ୍ଷା ପାଇଁ ଘୁଞ୍ଚିଲା ପଶ୍ଚିମ ଓଡ଼ିଶା ବନ୍ଦ

ଅତାବିରା(ବଡ଼ ଖବର ବ୍ୟୁରୋ): ୧୫ ନୁହେଁ ୧୮ରେ ପଶ୍ଚିମ ଓଡ଼ିଶା ବନ୍ଦ । ବିର୍ସା ମୁଣ୍ଡା ଜୟନ୍ତୀ ଓ ଜୁନିୟର ଶିକ୍ଷକ ପରୀକ୍ଷା ଲାଗି ୧୫ ତାରିଖ ବନ୍ଦ ଡାକରାକୁ ୧୮କୁ ଘୁଂଚାଇ ଦେଇଛି କୋଶଲ ରାଜ୍ୟ କ୍ରିୟାନୁଷ୍ଠାନ କମିଟି । ସକାଳ ୬ରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ବନ୍ଦ ବେଳେ ଜରୁରୀକାଳୀନ ସେବାକୁ ଛାଡ଼ିଦେବା ପରେ ସମସ୍ତ ସରକାରୀ, ବେସରକାରୀ, ସ୍କୁଲ, କଲେଜ, ଦୋକାନ, ବଜାର ସହ ବସ ଚଳାଚଳ ବନ୍ଦ ରହିବ । ଏନେଇ ବରଗଡ଼ ଅଗ୍ରଗାମୀ ଭବନରେ ଅନୁଷ୍ଠିତ ସାମ୍ବାଦିକ ସମ୍ବିଳନୀରେ ସୂଚନା ଦିଆଯାଇଛି । ଜାତି ଧର୍ମ ନିର୍ବିଶେଷରେ ସମସ୍ତ କୋଶଳବାସୀ ଏହି ବନ୍ଦରେ ସାମିଲ ହେବାକୁ କମିଟି ପକ୍ଷରୁ ଅନୁରୋଧ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି