Masthead

ମଣିପୁରରେ ଯାହା ଘଟିଛି ତାହା ବର୍ଣ୍ଣନା କରାଯାଇପାରିବ ନାହିଁ: ହେମନ୍ତ ସୋରେନ

ଇମ୍ଫାଲ (ବଡ଼ ଖବର ବ୍ୟୁରୋ): ମଣିପୁରରେ ମହିଳାଙ୍କ ସହ ହୋଇଥିବା ବର୍ବରତାକୁ ନେଇ ସାରା ଦେଶରେ ବିବ୍ରତ ହୋଇଛି । ଯାହାକୁ ନେଇ ବିରୋଧୀ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି । ଯାହାକୁ ଦେଇ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଖୋଲାଖୋଲି ଭାବେ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି । ସୋରେନ କହିଛନ୍ତି ଯେ ଏହି ଘଟଣା ଦେଶ ଇତିହାସର ଏକ କଳା ଅଧ୍ୟାୟ ଭାବରେ ସର୍ବଦା ସ୍ମରଣୀୟ ହୋଇ ରହିବ।

ମଣିପୁର ପ୍ରାୟ ୮୦ଦିନ ଧରି ଅରାଜକତା ଦେଇ ଗତି କରିଛି । ମଣିପୁରରେ ଯାହା ଘଟିଛି ତାହାକୁ ବର୍ଣ୍ଣନା କରାଯାଇପାରିବ ନାହିଁ। ଗୁରୁବାର ଯେତେବେଳେ ଲୋକସଭା ଅଧିବେଶନ ଆରମ୍ଭ ହେବାକୁ ଯାଉଥିଲା, କେନ୍ଦ୍ର ଏହାର ନିରବତାକୁ ଭାଙ୍ଗି ଦେଇଥିଲା । ଦେଶର ବିକାଶ କଥା ଯଦି ଆଲୋଚନା କରାଯାଏ, ଆପଣଙ୍କୁ ବିଶ୍ୱର ବିଭିନ୍ନ ଦେଶରେ ସ୍ବାଗତ କରାଯାଇଛି । କିନ୍ତୁ ଏହି ଘଟଣା ଦେଶ ତଥା ଦେଶର ଇତିହାସରେ ଏକ କଳା ଅଧ୍ୟାୟ ଯୋଡିବାରେ ସାହାଯ୍ୟ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା