Masthead

ଡବଲ ଇଞ୍ଜିନ ସରକାର କ’ଣ କରୁଛି? : ଗୌରବ ଗୋଗୋଇ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଲୋକସଭା ଅନାସ୍ଥା ବିତର୍କର ଆଜି ଦ୍ୱିତୀୟ ଦିନ । ଅନାସ୍ଥା ପ୍ରସ୍ତାବକୁ ନେଇ କଂଗ୍ରେସ ସାଂସଦ ଗୌରବ ଗୋଗୋଇ କହିଛନ୍ତି ଆଜି ଗୃହେରେ ଅମିତ ଶାହା ବିବୃତି ରଖିବେ । ତାଙ୍କ ପାଇଁ ମୋର କିଛି ପ୍ରଶ୍ନ ରହିଛି । ସେ କହିଛନ୍ତି ଯେତେବେଳେ ସେ ମଣିପୁରକୁ ଯାଇଥିଲେ ସେତେବେଳେ ଅବସରପ୍ରାପ୍ତ ପ୍ରଧାନ ବିଚାରପତିଙ୍କ ଦ୍ୱାରା ଏକ କମିଟି ଗଠନ କରାଯାଇଥିଲା। ସେ କମିଟି ଏପର୍ଯ୍ୟନ୍ତ କେଉଁ କାର୍ୟ୍ୟ କରିଛି? ସେ ଆହୁରି ମଧ୍ୟ କହିଛନ୍ତି ମଣିପୁର ସରକାରଙ୍କ ଦ୍ୱାରା ଆସାମ ରାଇଫଲ୍ସ ବିରୋଧରେ ଏଫଆଇଆର ହୋଇଥିଲା । ଆସାମ ରାଇଫଲ୍ସ ଅମିତ ଶାହଙ୍କ ଅଣ୍ଡରରେ ରହିଛି । ଡବଲ ଇଞ୍ଜିନ ସରକାର କ’ଣ କରୁଛି?

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ