Masthead

ମେଟ୍ରୋର ଭବିଷ୍ୟତ କ’ଣ?

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ମେଟ୍ରୋ ବିବାଦରେ ପଡୁନି ପୂର୍ଣ୍ଣଛେଦ । ଲାଗିଛି ରାଜନୈତିକ ରଙ୍ଗ । ଓଡ଼ିଶା ମେଟ୍ରୋ ଦେଖିବା ପୂର୍ବରୁ ବିରୋଧ-ଶାସକ ହେଉଛନ୍ତି ମୁହାଁମୁହିଁ । କେନ୍ଦ୍ରମନ୍ତ୍ରୀଙ୍କ କଟାକ୍ଷ ପରେ ପ୍ରଥମ ପର୍ଯ୍ୟାୟରେ ୨୬ କିମିର ମେଟ୍ରୋ ଲାଇନ ଓ ୨୦ଟି ଷ୍ଟେସନକୁ ନେଇ ନିକଟରେ ଘୋଷଣା କରିଛନ୍ତି ସରକାର ।

ଯାହାକୁ ନେଇ ପୁଣି ଥରେ ପ୍ରକଳ୍ପକୁ ନେଇ ଧର୍ମେନ୍ଦ୍ର ଉଠାଇଛନ୍ତି ପ୍ରଶ୍ନ । ରାଜ୍ୟସରକାରଙ୍କୁ କଟାକ୍ଷ କରି ଧର୍ମେନ୍ଦ୍ର କହିଛନ୍ତି ଯେ ମେଟ୍ରୋ ଚାଲିବା ପାଇଁ ଟଙ୍କା ଖର୍ଚ୍ଚ କରିବାକୁ ହେବ । ଡିପିଆର କେନ୍ଦ୍ର ଠୁ ଆଣିବାକୁ ପଡ଼ିବ। କିନ୍ତୁ ନ ଆଣି କହିଲେଣି ଆମ ପାଖରେ ସବୁ ଅଛି।କୁଆଡୁ ଆଣିଲେ କେଉଁଠୁ ଆଣିଲେ ରାଜ୍ୟବାସୀଙ୍କ ଆଗରେ ରଖନ୍ତୁ ସରକାର, ଯଦି ସତ୍ ସାହସ ଅଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ