ମୁନ୍ନା ଭାଇଙ୍କ ପ୍ରକୃତ ନାଁ କ’ଣ? ସିଦ୍ଧାନ୍ତ ନୁହେଁ ଅସଲି ନାମ

https://www.youtube.com/@Badakhabara

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଲିଉଡର ସୁପରଷ୍ଟାର । ସୁପରଷ୍ଟାର ସିଦ୍ଧାନ୍ତ ମହାପାତ୍ର । ତାଙ୍କ ବିଷୟରେ ଜାଣିବା ପାଇଁ ତାଙ୍କ ନାଁ ହିଁ ଯଥେଷ୍ଟ । ଅଭିନେତାର ଯଥାର୍ଥକୁ ସେ ଦେଇଛନ୍ତି ସ୍ୱତନ୍ତ୍ର ପରିଚୟ । ଓଡ଼ିଶାର ଘରେ ଘରେ ମୁନ୍ନା ଭାଇ ନାଁ ରେ ତାଙ୍କୁ ଭଲପାଇବା ଦେଇଛନ୍ତି ଓଡ଼ିଆ ସିନେପ୍ରେମୀ । କେବଳ ସିନେମା ବୋଲି ନୁହେଁ, ରାଜନୀତିରେ ମଧ୍ୟ ତାଙ୍କର ରହିଛି ସେତିକି ଦବଦବା । ତେବେ ମୁନ୍ନା ଭାଇଙ୍କ ପ୍ରକୃତ ନାଁ କ’ଣ? ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ, ସିଦ୍ଧାନ୍ତଙ୍କ ପରି ଷ୍ଟାର, ଯାହାଙ୍କର ନାଁରେ ରହିଛି ତାଙ୍କ ସଫଳପୂର୍ଣ୍ଣ ଜୀବନୀ, ତାହା ଭୁଲ ନାଁ ବୋଲି । ପୂରା ଖବର ପାଇଁ ଦେଖନ୍ତୁ ବଡ଼ ଖବର…

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ