Masthead

ତୋଷଖାନା କ’ଣ?

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତୋଷଖାନା ପାକିସ୍ତାନ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବିଭାଗ । ଯେଉଁଠାରେ ଅନ୍ୟ ଦେଶର ସରକାର ଓ ବିଦେଶୀ ଅତିଥିଙ୍କ ଦ୍ୱାରା ଦିଆଯାଇଥିବା ପୁରସ୍କାରକୁ ରଖାଯାଇଥାଏ । ନିୟମ ଅନୁସାରେ କୌଣସି ଅନ୍ୟଦେଶ କିମ୍ବା ପ୍ରମୁଖଙ୍କ ଦ୍ୱାରା ମିଳିଥିବା ପୁରସ୍କାର ତୋଷଖାନାରେ ରଖାଯାଇଥାଏ । ହେଲେ ତୋଷଖାନାରେ ରଖିଥିବା ଜିନିଷ ଇମ୍ରାନ ଖାନା ବିକ୍ରି କରିଦେଇଥିବା ଯୋଗୁ କେତେବେଳେ ବି ଗିରଫ ହୋଇପାରନ୍ତି ଇମ୍ରାନ ଖାନ । ଏବେ ସଙ୍କଟ ଦେଇ ଗତି କରୁଛି କାଙ୍ଗାଳ ପାକିସ୍ତାନ ।

ବଂଚିବା ପାଇଁ ଲୋକେ ସଂଘର୍ଷ କରୁଛନ୍ତି ପ୍ରତି ମୁହୁର୍ତ୍ତରେ । ଦେଶରେ ଅର୍ଥନୈତିକ ସ୍ଥିତି ନ କହିବା ଭଲ । ପଡ଼ୋଶୀ ଚୀନ ବେଳେ ବେଳେ ଦୟା କରି କିଛି ସହଯୋଗ କରୁଛି । ଯେଉଁଥିପାଇଁ କିଛି ମାତ୍ରାରେ ଏବେ ଚଳିପାରୁଛି ପାକିସ୍ତାନ । ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀର ଦର ଏବେ ପାକିସ୍ତାନରେ ଆକାଶ ଛୁଆଁ । ସରକାରଙ୍କୁ ବଦଳାଇବା ପାଇଁ ଲୋକ ଚେଷ୍ଟା କଲେଣି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ