Masthead

ତୋଷଖାନା କ’ଣ?

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତୋଷଖାନା ପାକିସ୍ତାନ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବିଭାଗ । ଯେଉଁଠାରେ ଅନ୍ୟ ଦେଶର ସରକାର ଓ ବିଦେଶୀ ଅତିଥିଙ୍କ ଦ୍ୱାରା ଦିଆଯାଇଥିବା ପୁରସ୍କାରକୁ ରଖାଯାଇଥାଏ । ନିୟମ ଅନୁସାରେ କୌଣସି ଅନ୍ୟଦେଶ କିମ୍ବା ପ୍ରମୁଖଙ୍କ ଦ୍ୱାରା ମିଳିଥିବା ପୁରସ୍କାର ତୋଷଖାନାରେ ରଖାଯାଇଥାଏ । ହେଲେ ତୋଷଖାନାରେ ରଖିଥିବା ଜିନିଷ ଇମ୍ରାନ ଖାନା ବିକ୍ରି କରିଦେଇଥିବା ଯୋଗୁ କେତେବେଳେ ବି ଗିରଫ ହୋଇପାରନ୍ତି ଇମ୍ରାନ ଖାନ । ଏବେ ସଙ୍କଟ ଦେଇ ଗତି କରୁଛି କାଙ୍ଗାଳ ପାକିସ୍ତାନ ।

ବଂଚିବା ପାଇଁ ଲୋକେ ସଂଘର୍ଷ କରୁଛନ୍ତି ପ୍ରତି ମୁହୁର୍ତ୍ତରେ । ଦେଶରେ ଅର୍ଥନୈତିକ ସ୍ଥିତି ନ କହିବା ଭଲ । ପଡ଼ୋଶୀ ଚୀନ ବେଳେ ବେଳେ ଦୟା କରି କିଛି ସହଯୋଗ କରୁଛି । ଯେଉଁଥିପାଇଁ କିଛି ମାତ୍ରାରେ ଏବେ ଚଳିପାରୁଛି ପାକିସ୍ତାନ । ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀର ଦର ଏବେ ପାକିସ୍ତାନରେ ଆକାଶ ଛୁଆଁ । ସରକାରଙ୍କୁ ବଦଳାଇବା ପାଇଁ ଲୋକ ଚେଷ୍ଟା କଲେଣି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା