Masthead

ଭାରତରେ ହ୍ୱାଟସଆପର କୌଣସି ମୌଳିକ ଅଧିକାର ନାହିଁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ହ୍ୱାଟସଆପର କୌଣସି ମୌଳିକ ଅଧିକାର ନାହିଁ । ଏକ ବିଦେଶୀ ସଂସ୍ଥା । ଭାରତରେ ଏହାର କୌଣସି ମୌଳିକ ଅଧିକାର ନାହିଁ । ସମ୍ବିଧାନର ଧାରା ୧୯ ଓ ୨୧ରେ ଥିବା ମୌଳିକ ଅଧିକାର ଉଲ୍ଲଂଘନ ହୋଇଥିବା ଅଭିଯୋଗ କରି କୌଣସି ବିଦେଶୀ ସଂସ୍ଥା ଭାରତୀୟ ଆଇନକୁ ଚ୍ୟାଲେଞ୍ଜ୍‌ କରିପାରିବ ନାହିଁ । ଏହା ଭାରତୀୟ ଆଇନକୁ ଚ୍ୟାଲେଞ୍ଜ୍‌ କରିପାରିବ ନାହିଁ ବୋଲି କେନ୍ଦ୍ର ସରକାର ଏକ ସତ୍ୟପାଠ ଜରିଆରେ ଦିଲ୍ଲୀ ହାଇକୋର୍ଟଙ୍କୁ ଅବଗତ କରିଛନ୍ତି ।

ଯାହାକୁ ନେଇ ହ୍ବାଟସ୍‌ଆପ୍ ହାଇକୋର୍ଟରେ ରୁଜୁ କରିଥିବା ମାମଲାର ଏବେ ବିଚାର ଚାଲିଛି । ମେସେଜ୍‌ର ମୂଳ ଉତ୍ସ କ’ଣ ତାହା ଜାଣିବା ଲାଗି ଏଣ୍ଡ୍‌-ଟୁ-ଏଣ୍ଡ୍‌ ଏନ୍‌କ୍ରିପ୍ସନ ବ୍ୟବସ୍ଥାକୁ ହଟାଇବାକୁ ପଡ଼ିବ ନାହିଁ ବୋଲି ମଧ୍ୟ ସରକାର କହିଛନ୍ତି । ସତ୍ୟପାଠରେ ସରକାର ଏହା ମଧ୍ୟ ଜଣାଇଛନ୍ତି ଯେ ନୂଆ ଆଇଟି ନିୟମକୁ ଲାଗୁ କରିବା ଲାଗି ସରକାରଙ୍କ ପାଖରେ ଆଇନଗତ ବ୍ୟବସ୍ଥାର କୌଣସି ଅଭାବ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା