Masthead

ଆସିଲା ହ୍ୱାଟସଆପ ଷ୍ଟାଟସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଆଜି ସକାଳୁ ସମସ୍ତଙ୍କ ଫୋନରେ ହ୍ୱାଟସଆପ ପକ୍ଷରୁ ଷ୍ଟାଟସ ଦିଆଯାଇଛି । ଯେଉଁଥିରେ ସେ ନିଜ ପଲିସିକୁ ନେଇ ସ୍ପଷ୍ଟ କରିଛି । ହ୍ୱାଟସଆପ ନିଜ ପ୍ରାଇଭେସି ପଲିସିକୁ ନେଇ ବିବାଦକୂୁ ଆସିବା ପରେ ଏହାକୁ ଏବେ ୩ ମାସ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି । ଏହାର ସ୍ପଷ୍ଟୀକରଣ ପାଇଁ ହ୍ୱାଟସଆପ ସମସ୍ତଙ୍କୁ ଆଜି ଷ୍ଟାଟସ ପଠାଇଛି । ଏଥିରେ ୪ଟି ଷ୍ଟାଟସ ମୋଟ ଅପଲୋଡ କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ