Masthead

ଆସିଲା ହ୍ୱାଟସଆପ ଷ୍ଟାଟସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଆଜି ସକାଳୁ ସମସ୍ତଙ୍କ ଫୋନରେ ହ୍ୱାଟସଆପ ପକ୍ଷରୁ ଷ୍ଟାଟସ ଦିଆଯାଇଛି । ଯେଉଁଥିରେ ସେ ନିଜ ପଲିସିକୁ ନେଇ ସ୍ପଷ୍ଟ କରିଛି । ହ୍ୱାଟସଆପ ନିଜ ପ୍ରାଇଭେସି ପଲିସିକୁ ନେଇ ବିବାଦକୂୁ ଆସିବା ପରେ ଏହାକୁ ଏବେ ୩ ମାସ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି । ଏହାର ସ୍ପଷ୍ଟୀକରଣ ପାଇଁ ହ୍ୱାଟସଆପ ସମସ୍ତଙ୍କୁ ଆଜି ଷ୍ଟାଟସ ପଠାଇଛି । ଏଥିରେ ୪ଟି ଷ୍ଟାଟସ ମୋଟ ଅପଲୋଡ କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା