Masthead

ଚକ-ଅଖ ବନ୍ଦ, ଜରୁରୀ ସେବା ଜାରି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଭାରତ ବନ୍ଦ । କେନ୍ଦ୍ର ସରକାରଙ୍କ ୩ ନୂଆ କୃଷି ଆଇନକୁ ପ୍ରତ୍ୟାହାର ଦାବିରେ ଆଜି ୧୨ ଘଣ୍ଟିଆ ଭାରତ ବନ୍ଦର ଡାକରା ଦେଇଛନ୍ତି କୃଷକ ସଂଗଠନ । ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ଆଜି ବନ୍ଦ ପାଳନ କରୁଛନ୍ତି ଚାଷୀ ସଂଗଠନ । କୃଷକ ମୋର୍ଚ୍ଚ ତରଫରୁ ଦିଆଯାଇଥିବା ଏହି ବନ୍ଦ ଡାକରାକୁ ସମର୍ଥନ କରିଛନ୍ତି ବିଭିନ୍ନ ରାଜନୈତିକ ଦଳ । ଓଡ଼ିଶାରେ ମଧ୍ୟ ବନ୍ଦକୁ ଦୃଷ୍ଟିରେ ରଖି ସ୍କୁଲ କଲେକୁ ଛୁଟି ଘୋଷଣା କରାଯାଇଛି ।

ରାଜ୍ୟର କଂଗ୍ରେସ ଓ ବାମଦଳ ଚାଷୀଙ୍କ ଏହି ବନ୍ଦ ଡାକରାକୁ ସମର୍ଥନ କରିଛନ୍ତି । ଦିଲ୍ଲୀର ସୀମାରେ ଚାଷୀମାନେ ଜାରି ରଖିଥିବା ଆନ୍ଦୋଳନକୁ ଆଜି ୪ମାସ ପୂରିଛି । ତଥାପି ସମସ୍ୟାର ସମାଧାନ ହୋଇପାରୁନଥିବାରୁୂ ଆଜି କୃଷକ ସଂଗଠନ ଭାରତ ବନ୍ଦ ଡାକରା ଦେଇଛିା ବନ୍ଦର ପ୍ରଭାବରେ ଦେଶର ସମସ୍ତ ସଡକ, ରେଳ ପରିବହନ ସମତେ ଦୋକାନ , ବଜାର ଓ ସର୍ବସାଧାରଣ ସ୍ଥାନ ବନ୍ଦ ରହିଛି। କିନ୍ତୁ ଜରୁରୀ ସେବା ଜାରିରହିଛି ବୋଲି କୃଷି ସଂଗଠନ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ