Masthead

ଫେରାର ହେଲେ ପରମବୀର ସିଂହ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଫେରାର ହେଲେ ପରମବୀର ସିଂହ । ଚାନ୍ଦା ଆଦାୟ କରିବା ଭଳି ଅନେକ ସଙ୍ଗୀନ ଆରୋପରେ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା । ଏପରିକି ସେ ଦେଶ ଛାଡ଼ି ନ ଯିବେ କହି ତାଙ୍କ ବିରୋଧ ଲୁକ ଆଉଟ ନୋଟିସ ମଧ୍ୟ ଜାରି କରାଯାଇଥିଲା । ହେଲେ ହଠାତ ପରମବୀର ସିଂହ ଫେରାର ହେବା ପରେ ପ୍ରଶାସନ ଉପରକୁ ପ୍ରଶ୍ନ ଉଠୁଛି ।

ଅପରପକ୍ଷରେ ମୁମ୍ବାଇର ପୂର୍ବତନ ପୁଲିସ କମିଶନର ପରମବୀର ସିଂହଙ୍କ ବିରୋଧରେ ଚାନ୍ଦା ଆଦାୟ ଭଳି ଅନେକ ଅଭିଯୋଗ ରହିଛି । ଏପରିକି ମୁକେଶ ଅମ୍ବାନୀଙ୍କ ଘର ସମ୍ମୁଖରେ ବିସ୍ପୋରକ ବୋଝେଇ ସ୍କର୍ପିଓ, ବ୍ୟବସାୟୀ ମନସୁଖ ହିରେନ ହତ୍ୟା ମାମଲାରେ ସେ ମୋଷ୍ଟ ୱାଣ୍ଡେଡ ମଧ୍ୟ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି