Masthead

ଆଶାୟୀ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି କେବେ?

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାସ୍ତାକୁ ଓହ୍ଲାଇଲା ଆଶାୟୀ କନିଷ୍ଠ ଶିକ୍ଷକ ସଂଘ । ଦୀର୍ଘଦିନ ହେବ ଲୋଏର ପିଏମଜିରେ ଧାରଣ ଦେବା ପରେ ସଂଘ ଆଜି ବିଧାନସଭା ଘେରାଉ ପାଇଁ ରାସ୍ତାକୁ ଓହ୍ଲାଇଛନ୍ତି। ସମସ୍ତ ଯୋଗ୍ୟତା ଥିବା ସତ୍ତ୍ୱେ ସରକାର ଏମାନଙ୍କୁ ନିଯୁକ୍ତି ଦେଇନାହାନ୍ତି ।

ଯାହାର ପ୍ରତିବାଦ କରି ସଂଘ ଆଜି ବିଧାନସଭା ଘେରାଉ କରିବା ପାଇଁ ରାସ୍ତାକୁ ଓହ୍ଲାଇଛନ୍ତି। ହଜାର ହଜାର ସଂଖ୍ୟାରେ ଆଶାୟୀ ପ୍ରାର୍ଥ ବିକ୍ଷୋଭରେ ସାମିଲ ହୋଇଛନ୍ତି । ବର୍ଷାକୁ ଖାତିର ନ କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା