ବିରୋଧୀଦଳ ନିକମା ହେଲେ, ବିକାଶ ଅଟକିଯାଏ : ମକରନ୍ଦ ମୁଦୁଲି

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ମକରନ୍ଦ କହିଲେ ସବୁ ବିରୋଧୀଦଳ ନିକମା । ଆପଣମାନେ ଜାଣିଛନ୍ତି ବିରୋଧୀଦଳର କଣ ଭୂମିକା । ଯେଉଁ ଦେଶରେ ବା ରାଜ୍ୟରେ ବିରୋଧୀଦଳ ନିକମା ହେଲେ, ବିକାଶ ଅଟକିଯାଏ । ଏକ ପୋର୍ଟାଲର ଷଷ୍ଠ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ରୂପେ ଯୋଗଦେଇ ବିରୋଧୀଦଳ ସବୁ ନିକମା ବୋଲି ଆକ୍ଷେପ କରିଛନ୍ତି ସ୍ୱାଧୀନ ପ୍ରାର୍ଥୀ ମକରନ୍ଦ ମୁଦୁଲି । ଯାହର ଭିଡିଓ ଏବେ ଭାଇରଲ ହେବାରେ ଲାଗିଛି । ତେବେ ରାଜ୍ୟ ହେଉ ବା ଦେଶ ବିରୋଧୀଦଳ ଗୁଡିକ ପ୍ରକୃତରେ କ’ଣ ନିକମା କି? ଏ ପ୍ରଶ୍ନ ସବୁ ଦଳର ନେତାଙ୍କ ସହିତ ସାଧାରଣ ଜନତାଙ୍କୁ ଆନେ୍ଦାଳିତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ