ମୋବାଇଲ ହେଲା କାଳ, ୧୩ ବର୍ଷ ପୁଅର ଚାଲିଗଲା ଜୀବନ

କୋରାପୁଟ(ବଡ଼ ଖବର ବ୍ୟୁରୋ):   ମୋବାଇଲ ପାଇଁ ଚାଲିଗଲା ଆଉ ଏକ ଜୀବନ । ମୋବାଇଲ ନଦେବାରୁ ଆତ୍ମହତ୍ୟା କରିଛନ୍ତି ଜଣେ ଅଷ୍ଟମ ବର୍ଷର ଛାତ୍ର । କୋରାପୁଟ ସହର ଗୌତମନଗର ଅଂଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି । ତେବେ ସୂଚନା ଅନୁସାରେ , ଶ୍ରୀନିବାସ ରାଓଙ୍କ ୧୩ ବର୍ଷୀୟ ପୁଅ ମନୋହର ସେଟିଂ ଜାଭିୟର ସ୍କୁଲରେ ଅଷ୍ଟମ ଶ୍ରେଣୀରେ ପାଠ ପଢନ୍ତି ।

କରୋନା ଯୋଗୁ ବିଦ୍ୟାଳୟ ବନ୍ଦ ଥିବାରୁ , ସେ ଅନଲାଇନରେ କ୍ଲାସ କରନ୍ତି । ଏ ନେଇ ସେ ଅଧିକ ସମୟ ଫୋନରେ ହିଁ ସମୟ ବିତାନ୍ତି । ମୋବାଇଲ ନିଶା ଦିନକୁ ଦିନ ତାଙ୍କର ବଢିଯାଇଥିଲା । ତେବେ ମଙ୍ଗଳବାର ତାଙ୍କ ହାତରୁ ମୋବାଇଲ ଛଡାଇ ନେବାରୁ ମନୋହର ରାଗିଯାଇଥିଲେ । ପରେ ଗୋଟିଏ ରୁମରେ ପଶି ଭିତର ପଟୁ କବାଟ ଦେଇଥିଲେ । ଆଉ ନିଜ ବେକରେ ଶାଢି ବାନ୍ଧି ଏକ ଫ୍ୟାନରେ ଝୁଲି ପଡିଥିଲେ । ପରିବାର କବାଟ ଭାଙ୍ଗି ତାଙ୍କୁ ଉଦ୍ଧାର କରି ଗୁରୁତ୍ୱର ଅବସ୍ଥାରେ ମେଡିକାଲ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’