Masthead

କେବେ ଥମିବ ବେଆଇନ ବାଲି ଚୋରା ଚାଲାଣ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବେଧଡକ ଚାଲିଛି ବାଲି ଚୋରା ଚାଲାଣ । ଥମିବାର ନା ନେଉନାହିଁ । ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ବ୍ଲକ ଦକ୍ଷିଣ ପ୍ରହରାଜ ପୁର ପଞ୍ଚାୟତରେ ସୁବର୍ଣ୍ଣରେଖାରୁ ବାଲିଚୋରି ବେଳେ ଏନଫୋର୍ସ ମେଣ୍ଟ ଟିମ ଚଢ଼ାଉ କରିଛି । ସାତଟି ଟ୍ରାକ୍ଟର ଜବତ କରିଛି ଟିମ । ବାଲେଶ୍ଵର ଜିଲ୍ଲାର ଜଳେଶ୍ୱର ବ୍ଲକ ଜାମାଳପୁର ବାଲି ସୈରାତକୁ ଛାଡି ଦେଲେ ପ୍ରଶାସନ ପକ୍ଷରୁ ସମସ୍ତ ବାଲି ଖାଦାନ ଗୁଡିକ ବନ୍ଦ ରଖାଯାଇଛି ।

କିନ୍ତୁ ବାଲି ବ୍ୟବସାୟୀମାନେ ରାତିରେ ନଦୀରୁ ବେଆଇନ ଭାବେ ବାଲି ଉଠାଇ ଚଢା ଦରରେ ବିକ୍ରି କରୁଛନ୍ତି। ତେବେ ଏହାକୁ ନେଇ ସ୍ଥାନୀୟ ଅଞ୍ଚଳବାସୀ ବାରମ୍ବାର ଅଭିଯୋଗ କରି ଆସୁଥିବାବେଳ ଜିଲ୍ଲା ପ୍ରଶାସନ ପକ୍ଷରୁ ଦଶଜଣିଆ ପ୍ରତିନିଧି ଦଳ ଦକ୍ଷିଣ ପ୍ରହରାଜପୁର ପଞ୍ଚାୟତରେ ପହଞ୍ଚି ସାତଟି ଟ୍ରାକ୍ଟର ଜବତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା