Masthead

“ଖୋଲା ମଞ୍ଚରେ ଏତେ କ୍ୟାମେରାର ସାମ୍ନା କେବେ କରିବେ ମୋଦି”

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଲଖିମପୁର ଖେରୀ ହିଂସା ମାମଲାକୁ ନେଇ ଆଜି କଂଗ୍ରେସର ରାଷ୍ଟ୍ରପତିଙ୍କୁ ଭେଟିଛି । ତେବେ ରାହୁଲଗାନ୍ଧିଙ୍କ ସହ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ମଧ୍ୟ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି । ରାଷ୍ଟ୍ରପତିଙ୍କୁ ଭେଟି ସାରିବାପରେ ରାହୁଲ ଗାନ୍ଧି ଗରମାଦ୍ୟମ ସହ ଆଲୋଚନା କରିଛନ୍ତି । ସେ ହିଛନ୍ତି ଯେଉଁ ପରିବାର ର ସଦସ୍ୟ ମାନଙ୍କୁ ଗାନି ଚଢ଼ାଇ ହତ୍ୟ କରାଯାଇଛି ସେମାନଙ୍କୁ ନ୍ୟାୟ ମିଳିବା ଆବଶ୍ୟକ ।

ତେବେ ଏହାପରେ ଯୁବ କଂଗ୍ରେସ ସଭାପତି ଶ୍ରୀନିବାସ ବି.ଭି ଆଜି ଏକ ଫଟୋ ସେୟାର କରି ପ୍ରଧାନମନ୍ତ୍ରୀଙ୍କୁ ଆକ୍ଷେପ କରି ଟ୍ୱିଟ୍ କରିଛନ୍ତି । ରାଷ୍ଟ୍ରପତି ଭବନ ବାହାରେ ଗରମାଧ୍ୟମ ପ୍ରତିନିଧି ମାନଙ୍କ ଭିଡ଼ ଲାଗିଥିଲା । ଏବଂ ସେମାନଙ୍କ ସହ ରାହୁଲ ଗାନ୍ଧି ଓ ପ୍ରିୟଙ୍କା ଗାନ୍ଧି ଆଲୋଚନା ମଧ୍ୟ କରୁଥିଲେ । ଏହି ଫଟୋ ସହ ବି.ଭି.ଶ୍ରୀନିବାସନ ମୋଦିଙ୍କୁ ଟାର୍ଗେଟ କରି ଲେଖିଛନ୍ତି । ସେ ଲେଖିଛନ୍ତି ମୋଦି ଜି, ଖୋଲା ମଞ୍ଚରେ ଏତେ କ୍ୟାମେରାକୁ ସାମ୍ନା କରିବାକୁ ସାହାସ କେବେ କରିବେ । ତେବେ ଏହି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ