Masthead

ଉପରଆଁଟିରେ କେବେ ପହଞ୍ଚିବ ମୌଳିକ ସୁବିଧା ?

ଜୟପାଟଣା (ବଡ଼ ଖବର ବ୍ୟୁରୋ) : ସ୍ୱାଧିନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଲୋକେ । ନାଁ ଅଛି ଭଲ ପିଇବା ପାଣି ନାଁ ଅଛି ସ୍ୱାସ୍ଥ୍ୟ ସେବା । ବିଦ୍ୟୁତ ସେବା ମଧ୍ୟ ଅପହଁଚ । ଏହି ଦୃଶ୍ୟ ଦେଖିବାକୁ ମିଳିଛି ଜୟପାଟଣା ବ୍ଲକ ପାଇକେନ୍ଦୁମୁଣ୍ଡି ପଂଚାୟତର ଉପରଆଁଟି ଗାଁର । ୪କିଲୋମିଟର ଜଙ୍ଗଲ ଭିତରେ ରହିଛି ଏହି ଗାଁ । ଏଠାରେ ବାସ କରନ୍ତି ୧୫ ପରିବାର ।

ଏମାନଙ୍କୁ ୪ବର୍ଷ ହେବ ଖାଇବା ଚାଉଳ ମିଳୁନାହିଁ । ଯାତାୟତ କରିବା ପାଇଁ ଭଲ ରାସ୍ତା ଖଣ୍ଡେ ମଧ୍ୟ ନାହିଁ । ଗ୍ରାମରେ ଭଲ ପିଇବା ପାଣି ମଧ୍ୟ ନାହିଁ ପାଣି ପାଇଁ କେବଳ ଝରଣାର ହିଁ ଭରସା, ଝରଣାର ପାଣି ପିଇଲେ ଲୋକଙ୍କୁ ଜ୍ୱର, କାଶ, ଚର୍ମ ରୋଗ ହୋଇଥାଏ । ଗାଁର ଏଭଳି ବ୍ୟବସ୍ଥା ନେଇ ବିଡିଓଙ୍କୁ ପ୍ରଶ୍ନ କରିବାରୁ ଏହାର ଶୀଘ୍ର ସମାଧାନ ହେବ ବୋଲି ପ୍ରତିଶୃତି ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ