Masthead

ଉପରଆଁଟିରେ କେବେ ପହଞ୍ଚିବ ମୌଳିକ ସୁବିଧା ?

ଜୟପାଟଣା (ବଡ଼ ଖବର ବ୍ୟୁରୋ) : ସ୍ୱାଧିନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଲୋକେ । ନାଁ ଅଛି ଭଲ ପିଇବା ପାଣି ନାଁ ଅଛି ସ୍ୱାସ୍ଥ୍ୟ ସେବା । ବିଦ୍ୟୁତ ସେବା ମଧ୍ୟ ଅପହଁଚ । ଏହି ଦୃଶ୍ୟ ଦେଖିବାକୁ ମିଳିଛି ଜୟପାଟଣା ବ୍ଲକ ପାଇକେନ୍ଦୁମୁଣ୍ଡି ପଂଚାୟତର ଉପରଆଁଟି ଗାଁର । ୪କିଲୋମିଟର ଜଙ୍ଗଲ ଭିତରେ ରହିଛି ଏହି ଗାଁ । ଏଠାରେ ବାସ କରନ୍ତି ୧୫ ପରିବାର ।

ଏମାନଙ୍କୁ ୪ବର୍ଷ ହେବ ଖାଇବା ଚାଉଳ ମିଳୁନାହିଁ । ଯାତାୟତ କରିବା ପାଇଁ ଭଲ ରାସ୍ତା ଖଣ୍ଡେ ମଧ୍ୟ ନାହିଁ । ଗ୍ରାମରେ ଭଲ ପିଇବା ପାଣି ମଧ୍ୟ ନାହିଁ ପାଣି ପାଇଁ କେବଳ ଝରଣାର ହିଁ ଭରସା, ଝରଣାର ପାଣି ପିଇଲେ ଲୋକଙ୍କୁ ଜ୍ୱର, କାଶ, ଚର୍ମ ରୋଗ ହୋଇଥାଏ । ଗାଁର ଏଭଳି ବ୍ୟବସ୍ଥା ନେଇ ବିଡିଓଙ୍କୁ ପ୍ରଶ୍ନ କରିବାରୁ ଏହାର ଶୀଘ୍ର ସମାଧାନ ହେବ ବୋଲି ପ୍ରତିଶୃତି ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି