Masthead

ମନ୍ତ୍ରୀଙ୍କ ନାଁରେ ମାଳମାଳ ଅଭିଯୋଗ କାର୍ଯ୍ୟାନୁଷ୍ଠାନ କେବେ? : କଂଗ୍ରେସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମାହାଙ୍ଗା ଡବଲ ମର୍ଡର ଘଟଣାକୁ ନେଇ ଆଜି ଗର୍ଜିଛି କଂଗ୍ରେସ । ଗୃହରେ ଅ୍ଧବନମନ୍ତ୍ରୀ ପ୍ରତାପ ଜେନାଙ୍କୁ ଟାର୍ଗେଟ କରିଛି ଦଳ । ମନ୍ତ୍ରୀଙ୍କ ନିଜ ନିର୍ବାଚନ ମର୍ଡଳୀରେ ୧୦୧୪ରୁ ଆଜି ଯାଏ ଚର୍ଚ୍ଚିତ ୫ଟି ହତ୍ୟା ହୋଇଛି । ମନ୍ତ୍ରୀଙ୍କ ନାଁରେ ଅଭିଯୋଗ ମଧ୍ୟ ରହିଛି । କିନ୍ତୁ କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ । ଯାହାକୁ ବିରୋଧ କରି ଆଜି ପ୍ରତାପ ଜେନାଙ୍କୁ ସିଧାସଳଖ ଟାର୍ଗେଟ କରିଛି କଂଗ୍ରେସ । ୨୦୨୧ କୁଳମଣି ବରାଳ, ଦିବ୍ୟସିଂହ ବରାଳ ହତ୍ୟାକାଣ୍ଡରେ ପୋଲିସ ୧୩ ଜଣଙ୍କ ନାଁ ଆଟାଜ କରି ମନ୍ତ୍ରୀଙ୍କ ନାଁକୁ ହଟାଇ ଦେଇଛି ।

କୋର୍ଟ ତଦନ୍ତରେ ଅସନ୍ତୋଷ ପ୍ରକାଶ କରି ଆଉଥରେ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ପୋଲିସ ଅଧିକାରୀ ଜାଣିଶୁଣି ନାଁ କଟିଛନ୍ତି । ତେଣୁ ମନ୍ତ୍ରୀଙ୍କ ଉପରେ ତୁରନ୍ତ ଆଇନଗତ କାଯ୍ୟନୁଷ୍ଠାନ ନିଆଯାଉ । ମୁଖ୍ୟମନ୍ତ୍ରୀ ସ୍ୱଚ୍ଛତା ଓ ନୈତିକତା ଦୁଷ୍ଟିରୁ ମନ୍ତ୍ରୀଙ୍କୁ ବହିଷ୍କାର କରନ୍ତୁ । ନଚେତ ମନ୍ତ୍ରୀ ନିଜେ ନୈତିକତା ଦୁଷ୍ଟିରୁ ଇସ୍ତଫା ଦିଅନ୍ତୁ ବୋଲି ଦାବି କରିଛି କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ