Masthead

କେଉଁଠୁ ଲଢିବେ ବିଜୟ ପଟ୍ଟନାୟକ?

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିର୍ବାଚନକୁ ନେଇ ବରିଷ୍ଠ କଂଗ୍ରେସ ନେତାଙ୍କ ବିଜୟ ପଟ୍ଟନାୟକଙ୍କ ପ୍ରତିକ୍ରିୟା । ବିଜୟ ପଟ୍ଟନାୟକ କେଉଁଠୁ ଲଢ଼ିବେ? ଯାହାକୁ ଚର୍ଚ୍ଚା ଚୋର ଧରିଛି । ତେବେ ଏହି ପ୍ରଶ୍ନର ଉତ୍ତରରେ ବିଜୟ କହିଛନ୍ତି ଏହାର ନିଷ୍ପତି ଏଆଇସିସି ନେବ । ସାରା ଓଡ଼ିଶାରେ ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଗଲାଣି ।

କିଛି ଲୋକଙ୍କୁ ସୂଚନା ଦିଆସାରିଲାଣି ସେମାନଙ୍କୁ ଲୋକଙ୍କ ସହ ରହିବାକୁ କୁହାଯାଇଛି । ସେ ଆହୁରି ମଧ୍ୟ କହିଛନ୍ତି ସମସ୍ତ ନିର୍ବାଚନମଣ୍ଡଳୀରେ ଅନୁଶୀଳନ କରାଯାଇଛି । କୋଷ୍ଟାଲରେ ମଧ୍ୟ କଂଗ୍ରେସର ସ୍ଥିତି ଭଲ ରହିଛି । ଦଳକୁ ଅଧିକ ମଜବୁତ କରିବାକୁ ଖୁବଶୀଘ୍ର କଂଗ୍ରେସ କେନ୍ଦ୍ରୀୟ ନେତା ଓଡ଼ିଶା ଆସିବେ ବୋଲି କହିଛନ୍ତି ବିଜୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ