Masthead

କେଉଁଠୁ ଲଢିବେ ବିଜୟ ପଟ୍ଟନାୟକ?

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିର୍ବାଚନକୁ ନେଇ ବରିଷ୍ଠ କଂଗ୍ରେସ ନେତାଙ୍କ ବିଜୟ ପଟ୍ଟନାୟକଙ୍କ ପ୍ରତିକ୍ରିୟା । ବିଜୟ ପଟ୍ଟନାୟକ କେଉଁଠୁ ଲଢ଼ିବେ? ଯାହାକୁ ଚର୍ଚ୍ଚା ଚୋର ଧରିଛି । ତେବେ ଏହି ପ୍ରଶ୍ନର ଉତ୍ତରରେ ବିଜୟ କହିଛନ୍ତି ଏହାର ନିଷ୍ପତି ଏଆଇସିସି ନେବ । ସାରା ଓଡ଼ିଶାରେ ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଗଲାଣି ।

କିଛି ଲୋକଙ୍କୁ ସୂଚନା ଦିଆସାରିଲାଣି ସେମାନଙ୍କୁ ଲୋକଙ୍କ ସହ ରହିବାକୁ କୁହାଯାଇଛି । ସେ ଆହୁରି ମଧ୍ୟ କହିଛନ୍ତି ସମସ୍ତ ନିର୍ବାଚନମଣ୍ଡଳୀରେ ଅନୁଶୀଳନ କରାଯାଇଛି । କୋଷ୍ଟାଲରେ ମଧ୍ୟ କଂଗ୍ରେସର ସ୍ଥିତି ଭଲ ରହିଛି । ଦଳକୁ ଅଧିକ ମଜବୁତ କରିବାକୁ ଖୁବଶୀଘ୍ର କଂଗ୍ରେସ କେନ୍ଦ୍ରୀୟ ନେତା ଓଡ଼ିଶା ଆସିବେ ବୋଲି କହିଛନ୍ତି ବିଜୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’