Masthead

ଧଳା ଜହର ଜବତ

ନାଉଗାଁ(ବଡ଼ ଖବର ବ୍ୟୁରୋ): ଜବତ ହେଲା ଧଳା ଜହର । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଜଗତସିଂହପୁର ଜିଲ୍ଲା ନାଉଗାଁ ଥାନା ନାଉଗାଁ ବଜାରରେ । ଦୀର୍ଘ ଦିନ ହେବ ଚୋରା ବ୍ରାଉନ ସୁଗାର ବେପାର କରୁଥିବା ନାଉଗାଁ ଥାନା ପାଖର ବୈରାଗୀ ମହାରଣାଙ୍କୁ ଧରିବାରେ ନାଉଗାଁ ପୋଲିସ ସଫଳ ହୋଇଛି।

ବୈରାଗୀ ଠାରୁ ୨୫ ଗ୍ରାମ ବ୍ରାଉନ ସୁଗାର ଜବତ କରାଯାଇଛି । ଯାହାର ଆନୁମାନିକ ମୂଲ୍ୟ ଦୁଇ ଲକ୍ଷ ପଚାଶ ହଜାର ଟଙ୍କା ହେବ। ଏନେଇ ଥାନାରେ ମାମଲା ରୁଜୁ କରାଯାଇଛି । ଆଜି ଆସାମୀକୁ କୋର୍ଟ ଚାଲାଣ କରାଯିବ ବୋଲି ଥାନା ପକ୍ଷରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା